ଆସନ୍ତା ୧୭ରୁ ଛେଚିବ ବର୍ଷା 
by Argus News
Fri, Jun 14 | 2:12 p.m.

ଭୁବନେଶ୍ୱର:  ଆସନ୍ତା ୧୭ ରୁ ବଢିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖ ରେ ମଧ୍ୟ ଦକ୍ଷିଣ ଓଡ଼ିଶା ରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟ ରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ। ଆଜି ଉପକୂଳ ରେ ପ୍ରାକ୍ ମୌସୁମୀ ବର୍ଷା ରହିଛି।

କିନ୍ତୁ ଉପକୂଳ ରେ ଗୁଳୁଗୁଳି ଲାଗି ରହିବ।  ଆଗାମୀ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେବ୍ ରହିବ।  

ଅଧିକ ପଢନ୍ତୁ ଓଡ଼ିଶା ଖବର

ଘନ କୁହୁଡ଼ି
10m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
26m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
35m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ