ଆସନ୍ତାକାଲି ରାଜସ୍ଥାନ ବିଧାନସଭା ନିର୍ବାଚନ
by Argus News
Fri, Nov 24 | 9:23 p.m.

ଅର୍ଗସ ବ୍ୟୁରୋ : ଆସନ୍ତାକାଲି ରାଜସ୍ଥାନ ବିଧାନସଭା ନିର୍ବାଚନ । ରାଜ୍ୟର ୨୦୦ ଆସନ ମଧ୍ୟରୁ ୧୯୯ ଆସନ ପାଇଁ ହେବ ଭୋଟ ଗ୍ରହଣ । ୫.୨୫ କୋଟିରୁ ଅଧିକ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ସକାଳ ୭ ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ ଭୋଟିଂ । ତେବେ ୧୯୯ ଆସନରେ ୧୮୬୨ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ଭୋଟିଂ ପାଇଁ ମୋଟ ୫୧ ହଜାର ୫୦୭ଟି ମତଦାନ କେନ୍ଦ୍ର ରହିଛି । ସହରାଞ୍ଚଳରେ ୧୦ ହଜାର ୫୦୧ ଏବଂ ଗ୍ରାମାଞ୍ଚଳରେ ୪୧,୦୦୬ଟି ବୁଥର ବ୍ୟବସ୍ଥା କରାଯାଇଛି । ଏହି ସମସ୍ତ ବୁଥରେ ୨ ଲକ୍ଷ ୭୪ ହଜାରରୁ ଅଧିକ ମତଦାନ କର୍ମୀ ନିୟୋଜିତ ହେବେ । ରାଜସ୍ଥାନର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ, ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି । ସୁରକ୍ଷା ପାଇଁ ୧ ଲକ୍ଷ ୭୦ ହଜାର ଯବାନ ମୁତୟନ ରହିବେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ