ଆଜି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ, ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା
by Argus News
Fri, Dec 15 | 3:01 p.m.

ଅର୍ଗସ ବ୍ୟୁରୋ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା । ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।

ଅଧିକ ପଢନ୍ତୁ : ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଜନ ଲାଲ ଶର୍ମା

ରାଜଧାନୀ ରାୟପୁରରେ ଗତ ଗୁରବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ପରେ ଭଜନ ଲାଲଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା । ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଥିଲେ । ରାଜ୍ୟପାଳଙ୍କ ଅନୁମତି କ୍ରମେ ଆଜି ଭଜନ ଲାଲଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ୪ ଥର ରାଜ୍ୟ ବିଜେପିର ସାଧାରଣ ସଂପାଦକ ରହିଥିବା ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସାଧାରଣ ସଂପାଦକ ଅଛନ୍ତି

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ