ବଦଳିଲେ ଭୁବନେଶ୍ୱର ମହାନଗର ନିଗମ କମିଶନର
by Argus News
Sat, Feb 24 | 12:52 p.m.

ଭୁବନେଶ୍ୱର: ବଦଳିଲେ ଭୁବନେଶ୍ୱର ମହାନଗର ନିଗମ କମିଶନର । ନୂଆ ବିଏମସି କମିଶନର ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ରାଜେଶ ପ୍ରଭାକର ପାଟିଲଙ୍କୁ  ବିଏମସି କମିଶନର ଦାୟିତ୍ୱ ଦିଆଯାଇଛି । 2005 ବ୍ୟାଚ୍ ର ଆଇଏଏସ୍ ହେଉଛନ୍ତି ରାଜେଶ ପ୍ରଭାକର ପାଟିଲ । 

ବର୍ତ୍ତମାନର କମିଶନର ବିଜୟ ଅମୃତ କୁଲାଙ୍ଗେ ଛୁଟିରେ ଯିବେ । ତାଙ୍କ ଆବେଦନର ଅନୁସାରେ ମାସେ ଛୁଟିରେ ଯାଉଥିବା କହିଲା ଜିଏ । ତେବେ ବିଜୟ ଅମୃତ କୁଲାଙ୍ଗେ ଛୁଟିରୁ ଫେରିଲା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିବ । ଏନେଇ ଜିଏ ପକ୍ଷରୁ ସୂଚନା ଦିଆଯାଇଛି । 
 

HEALTH
28m ago
ରସୁଣକୁ କେମିତି ବ୍ୟବହାର କରିପାରିବେ
ଅର୍ଗସ ବ୍ୟୁରୋ: ରସୁଣର ଅନେକ ଉପକାରିତା ଅଛି । ରସୁଣ ଖାଇବା ଦ୍ଵାରା କେତକ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ । ଖାଲି ରସୁଣ ନୁହେଁ ରସୁଣର ଚୋପାକୁ ମଧ୍ୟ ଆପଣ ବ୍ୟବହାର କରିପାରିବେ । ତେବ
ବିଜେଡିର ଇସ୍ତାହାରକୁ
41m ago
ବିଜେଡିର ଇସ୍ତାହାରକୁ ନେଇ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ବିଜେଡିର ଇସ୍ତାହାରକୁ ନେଇ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। `ବିଜେଡି ଇସ୍ତାହାରରେ କିଛି ନୂଆ ନାହିଁ, କାଗଜର ଦସ୍ତାବିଜ୍' । `ବିଜେଡିର ଇସ୍ତାହା
CAMPAIGNING
ମନ୍ତ୍ରୀଙ୍କୁ ଘେରି ଅଞ୍ଚଳର ସମସ୍ୟା ବଖାଣିଲେ ଅଞ୍ଚଳବାସୀ
ଅର୍ଗସ ବ୍ୟୁରୋ: ପ୍ରଚାର ବେଳେ ମନ୍ତ୍ରୀଙ୍କୁ ଘେରିଲେ ଲୋକେ । ମନ୍ତ୍ରୀଙ୍କୁ ଘେରି ଅଞ୍ଚଳର ସମସ୍ୟା ବଖାଣିବା ସହ ଆବାସ , ପାଣି, ରାସ୍ତା, ଆବାସ ଘର ପାଉନଥିବା ସହ ସେସବୁ କେବ