ମୈଦାନରେ ଅରୁଣଙ୍କ ପାଇଁ ପ୍ରଚାର କଲେ ଦୀପିକା
by Argus News
Tue, Apr 23 | 6:02 p.m.

ଅର୍ଗସ ବ୍ୟୁରୋ : ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି । ଏତିକି ବେଳେ ବିଶାଳ ରୋଡ ସୋ’ରେ ବାହାରି ଭୋଟ ଭିକ୍ଷା କରିଛନ୍ତି ରାମାଣୟର ରାମ-ସୀତା ।

ଅଧିକ ପଢନ୍ତୁ ଭାରତ ଖବର

ସାଙ୍ଗରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ମଧ୍ୟ ସାମିଲ ହୋଇଥିଲେ । ଯାହାଙ୍କୁ ଦେଖିବାକୁ ରାସ୍ତାର ଦୁଇ କଡରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ । ଆସନ୍ତା ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମିରଟ ସମେତ ଉତ୍ତରପ୍ରଦେଶର ୮ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ