ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆସିଲା ଆଜ୍ଞାମାଳ
by Argus News
Fri, May 10 | 6:52 p.m.

ପୁରୀ: ରଥକାଠ ଅନୁକୂଳ ପାଇଁ ଆସିଲା ଆଜ୍ଞାମାଳ । ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍