8 ରେ ଖୋଲିବନି ରତ୍ନଭଣ୍ଡାର !
by Argus News
Thu, Jul 04 | 3:09 p.m.

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଏନେଇ ସୂଚନା ଦେଇଛନ୍ତି । ୮ ରେ ରଥଯାତ୍ରା ଥିବାରୁ ସେଦିନ ହୁଏତ ଖୋଲିନପାରେ ରତ୍ନଭଣ୍ଡାର । ଯେଉଁଦିନ ସରକାର ନିଷ୍ପତି ନେବେ ସେବେଠୁ କାମ ଆରମ୍ଭ ହେବ । ଆସନ୍ତାକାଲି ଗୁରୁତ୍ତ୍ବପୂର୍ଣ୍ଣ ବୈଠକ ରହିଛି । ବୈଠକ ପରେ ରୂପରେଖ ସ୍ଥିର ହେବ । ଯେଉଁଦିନ ରତ୍ନଭଣ୍ଡାର ଖୋଲିବ ତାପରଠୁ ଗଣତି କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ଜଷ୍ଟିସ୍ ଅରିଜିତ୍ ପଶାୟତ ।
 

ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ କଲେ ଆଇନମନ୍ତ୍ରୀ

FIRE MISHAP
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶ
ଜିଲ୍ଲାପ୍ରଶାସନ
ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲାପ୍ରଶାସନ
କେନ୍ଦ୍ରାପଡା: ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲା ପ୍ରଶାସନ। ଅର୍ଗସରେ ବାରମ୍ବାର ଖବର ପ୍ରସାରଣ ପରେ ଭାଙ୍ଗିଲା ପ୍ରଶାସନର ନିଦ। ଲୋକଙ୍କ ପ୍ରତିବାଦ ପରେ ଜାଗିଲ
ପିଏମ୍‌ କିଷାନ
କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍‌ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍‌ କିଷାନରୁ ବା