ଚାବିରେ ନଖୋଲିଲେ ତାଲା ଭଙ୍ଗାଯିବ 
by Argus News
Sat, Jul 06 | 2:23 p.m.

ପୁରୀ:  ୯ରେ ନିଆଯିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି  । ଆଜି ବସିଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ନିଷ୍ପତ୍ତି ହୋଇଛି। ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସୂଚନା।  ଡୁପ୍ଲିକେଟ  ଚାବି ଟ୍ରେଜେରୀରେ  ଥିବା ସ୍ପଷ୍ଟ ହୋଇଛି ବୋଲି  କହିଲେ ଜଷ୍ଟିସ ରଥ।  ୯ ତାରିଖ ବୈଠକରେ  ମୁଖ୍ୟ ପ୍ରଶାସନ  ଚାବି ଉପସ୍ଥାପନ କରିବେ।

ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ  ଚାବି  ଉପସ୍ଥାପନ  କରିବେ ମୁଖ୍ୟ ପ୍ରଶାସନ । ଚାବି ଉପସ୍ଥାପନ ହେଲା ପରେ କେବେ ଖୋଲାଯିବ ସେହିଦିନ ହେବ ନିଷ୍ପତ୍ତି। ଡୁପ୍ଲିକେଟ  ଚାବିରେ ରତ୍ନଭଣ୍ଡାର ନଖୋଲିଲେ ତାଲା ଭଙ୍ଗା ଯିବ । ଏହି ସୂଚନା ଦେଇଛନ୍ତି ଜଷ୍ଟିସ ବିଶ୍ୱନାଥ । ବହୁ ଦଶନ୍ଧି ହେଲାଣି ଉକ୍ତ ତାଲା ଖୋଲା ଯାଇନାହିଁ।  ଯଦି ଉକ୍ତ  ଚାବିରେ ନଖୋଲେ ତେବେ ତାଲା ଭଙ୍ଗା ଯିବ ବୋଲି କହିଛନ୍ତି ଜଷ୍ଟିସ ବିଶ୍ୱନାଥ ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଯୁବକ ଗିରଫ
9m ago
ଯୁବତୀଙ୍କ ଫୋଟୋ ଭାଇରାଲ୍ କରିବା ପଡିଲା ମହଙ୍ଗା, ଯୁବକ ଗିରଫ
ବଲାଙ୍ଗୀର: ଜଣେ ଯୁବତୀଙ୍କ ଫଟୋକୁ ଫେକ୍ ଫେସବୁକ ଆକାଉଣ୍ଟରେ ଭାଇରାଲ୍ କରିବା ପଡିଛି ମହଙ୍ଗା । ଭାଇରାଲ କରିଥିବା ଯୁବକ ଶମ୍ଭୁ ପ୍ରଧାନକୁ ପୁଲିସ ଗିରଫ କରିଛି । ଏଭଳି ଘଟଣ
CRIME BRANCH
22m ago
ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଅର୍ଗସ ବ୍ୟୁରୋ: ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍
FIRE CRACKER
54m ago
କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, ଆଡଭୋକେଟ କମିଟିର ପ୍ରସ୍ତାବ
ଅର୍ଗସ ବ୍ୟୁରୋ: କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। କେବଳ ପରିବେଶ ଅନୁକୂଳ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟିର ପ୍ରସ୍ତାବ। ରାବଣ ପୋଡ଼ି ପାଇଁ ବାଲିଯାତ୍ର