ଅନ୍ଧାରରେ ରାୟଗଡା ଜଗନ୍ନାଥ ମନ୍ଦିର
by Argus News
Fri, Jun 14 | 9:44 a.m.

ଅର୍ଗସ ବ୍ୟୁରୋ: ଅନ୍ଧାରରେ ରାୟଗଡା ଜଗନ୍ନାଥ ମନ୍ଦିର । ମନ୍ଦିରରୁ ଲାଇଟ ଖୋଲି ନେଲେ ଜିଲ୍ଲା ପ୍ରଶାସନ । ବିଜେପି  ସରକାରକୁ ଆସିବା ପରେ ଷଡ଼ଯନ୍ତ୍ର କରି ଲାଇଟ ଖୋଲିନେଇଥିବା ହୋଇଛି ଅଭିଯୋଗ । କିଛି ଦିନ ତଳେ ପୁରୀ ଶ୍ରୀମନ୍ଦିରରୁ ମଧ୍ୟ ଖୋଲା ଯାଇଥିଲା ଲାଇଟ । ତେବେ ଏଠାରେ ମଧ୍ୟ ସବୁ ଲାଇଟ କାଢ଼ି ନେଇଥିବାର ଦେଖିବାକୁ ମିଳିଛି । ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ଅବହେଳା ଯୋଗୁ ଏଭଳି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିରରେ ଲାଇଟ ଲଗାଇବା ପାଇଁ ଦାବି କରିଛନ୍ତି ଅଞ୍ଚଳବାସୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଉଚ୍ଚ ଜୁଆର
4m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
7m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ