ଅସହ୍ୟ ତାତି , ୧୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
by Argus News
Mon, Apr 29 | 7:51 a.m.

ଅର୍ଗସ ବ୍ୟୁରୋ :  ଅସହ୍ୟ ତାତିରୁ ମିଳୁନି ନିସ୍ତାର।  ଉପକୂଳରୁ ଠାରୁ ଆରମ୍ଭ କରି ଉପାନ୍ତ ଯାଏ ସବୁଠି ହେଉଛି ଅଗ୍ନିବର୍ଷା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ। ଏହିକ୍ରମରେ ରବିବାର ୧୨ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ ବା ତା’ ଠାରୁ ଉପରେ ରେକର୍ଡ କରାଯାଇଛି। ସେହିପରି ୨୭ ସହରର ତାପାମତ୍ରା ୪୦ ଡିଗ୍ରୀ ଉପରେ ରହିଛି। ରବିବାର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଛି ଅନୁଗୋଳ। ଏଠାରେ ପାରଦ ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି।

ଅଧିକ ପଢନ୍ତୁ : ଏପ୍ରିଲ ସରିବାକୁ ବସିଲାଣି, ତାତିରେ ଫୁଟୁଛି ଏହି ସହର

ଗ୍ରୀଷ୍ମପ୍ରବାହ ଆହୁରି ଅସମ୍ଭାଳ ହେବ। ୨୯ ଓ ୩୦ ତାରିଖ ପାଇଁ ସିଭିୟର ହିଟୱେଭ ନେଇ ୧୫ ଜିଲ୍ଲାକୁ ରେଡ୍ ଓ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ ପାରଦ ୪୫ ଡିଗ୍ରୀ ଛୁଇଁଯିବାର ମଧ୍ୟ ଆଶଙ୍କା ରହିଛି। ସେହିପରି ଅସମ୍ଭାଳ ତାତି ଓ ଗୁଳୁଗୁଳିରୁ ୧ ତାରିଖ ଯାଏ ଆଶ୍ୱସ୍ତି ମିଳିବାର ସମ୍ଭାବନା ନାହିଁ।

BJP
1m ago
ଓଡ଼ିଆ ନେତାଙ୍କ ଦମ୍ ଓଡ଼ିଆ ଭୋଟରଙ୍କ ହାତରେ ତାମିଲ ବାବୁଙ୍କ ଧମକରେ ନୁହେଁ
ଅର୍ଗସ ବ୍ୟୁରୋ : ଓଡ଼ିଶା କ୍ୟାଡର ନୁହେଁ ପଞ୍ଜାବ କ୍ୟାଡରର ଅଫିସର ଥିଲେ ବିଜେଡିର ନୂଆ ନେତା ସାଜିଥିବା ସରକାରୀ ବାବୁ । ବାହାହେବା ପରେ କ୍ୟାଡର ବଦଳି କରି ଓଡ଼ିଶାକୁ ଆସିଥିଲେ ଚାକିରୀ କରିବ
BJP
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ