କେନ୍ଦ୍ରାପଡା ଜିଲ୍ଲାରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ: କନକ ବର୍ଦ୍ଧନ ସିଂହଦେଓ
by Argus News
Fri, Oct 25 | 1:18 p.m.

ଅର୍ଗସ ବ୍ୟୁରୋ:  ବାତ୍ୟାରେ ବିଶେଷ ପ୍ରଭାବିତ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଓ ରାଜକନିକା ବ୍ଲକରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ ବୋଲି ଉପ ମୁଖମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି l ଏବେ ରାସ୍ତାଘାଟ ସଫେଇ କାମ ଦ୍ରୂତଗତିରେ ଚାଲିଛି l.ତେବେ ପରେ ଚାଷ କ୍ଷୟକ୍ଷତି ଆକଳନ କରାଯିବ ଏବଂ ଚାଷିଙ୍କୁ ଆବଶ୍ୟକ ସ୍ଥଳେ କ୍ଷତିପୂରଣ ଦିଆଯିବ ବୋଲି ଉପ ମୁଖମନ୍ତ୍ରୀ ସୂଚନା ଦେଇଛନ୍ତି l

ଦୁର୍ବଳ ହେଲା ଭୀଷଣ ବାତ୍ୟା ଦାନା।ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହେଲା।ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା।ଗତ ରାତିରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡଫଲ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇଛି।ବର୍ତ୍ତମାନ ବାତ୍ୟା ଉତ୍ତର ଉପକୂଳ ଜିଲ୍ଲାରେ କେନ୍ଦ୍ରୀଭୂତ ହୋଇଛି।ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୦ କିମି ବେଗରେ ଗତି କରୁଛି ଦାନା।ଭଦ୍ରକରୁ ୩୦ କିମି ଉତ୍ତର ପୂର୍ବରେ ରହିଛି ବାତ୍ୟା। ବାତ୍ୟା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଯାହା ଫଳରେ ଅନେକ କ୍ଷୟକ୍ଷତି ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସନ୍ଧ୍ୟା ବେଳର
4m ago
ସନ୍ଧ୍ୟା ବେଳର ଖବର ସଂକ୍ଷେପରେ...
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା ... ହବାଳିଖଟିରେ ଲ୍ୟାଣ୍ଡଫଲ ବେଳେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସହ ଲୋକଙ୍କ ମନରେ ଛନକା ଭରିଲ
RAINS
7m ago
ବାତ୍ୟା ପରେ ଆନନ୍ଦପୁରରେ ପ୍ରବଳ ବର୍ଷା
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ଲ୍ୟାଣ୍ଡଫଲ ପରେ ଆନନ୍ଦପୁର ଉପଖଣ୍ଡରେ ବର୍ଷାର ପରିମାଣ ବଢିବାରେ ଲାଗିଛି। ଲଗାଣ ବର୍ଷା ଏବଂ ପବନ ଯୋଗୁଁ ଆନନ୍ଦପୁର ଉପଖଣ୍ଡର ବିଭିନ୍
VILLAGERS
41m ago
ରାସ୍ତା ନଥିବାରୁ ଗ୍ରାମବାସୀ ନିଜେ ନିର୍ମାଣ କଲେ ଗାଁ ରାସ୍ତା
ଅର୍ଗସ ବ୍ୟୁରୋ: ନିଜ ଗାଁ ପାଇଁ ରାସ୍ତା ନିର୍ମାଣ କରୁଛନ୍ତି ଗ୍ରାମବାସୀ। ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ କୁଟିକିଆ ପଞ୍ଚାୟତ ର 5 ଟି ଗାଁ କ