ତାଣ୍ଡବ ରଚିଲାଣି ରେମାଲ: ବାତ୍ୟା ପ୍ରଭାବରେ ୧୦ ମୃତ୍ୟୁ, ଅନେକ କ୍ଷୟକ୍ଷତି
by Argus News
Tue, May 28 | 8:07 a.m.

ଅର୍ଗସ ବ୍ୟୁରୋ: ସ୍ଥଳଭାଗ ଛୁଇଁବା ପରେ ଆହୁରି ଭୟଙ୍କର ହେଉଛି ବାତ୍ୟା ରେମାଲ । ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ଏହାର ପ୍ରଳୟଙ୍କରୀ ରୂପ ଦେଖିବାକୁ ମିଳିଛି । ବାତ୍ୟା ‘ରେମାଲ’ର ପ୍ରଭାବରେ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି ଘଟିଛି । 

ବାଂଲାଦେଶର ପ୍ରାୟ ୧୯ଟି ଜିଲ୍ଲାରେ ବାତ୍ୟା ରେମାଲର ପ୍ରଭାବ ଦେଖିବାକୁ ମିଳିଛି । ଏହି ବାତ୍ୟା ପ୍ରଭାବରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଢ ଲକ୍ଷରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଛି । ତେବେ ବର୍ତ୍ତମାନ ସଠିକ ଆଳନ କରାଯାଇ ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। 

ଅଧିକ ପଢ଼ନ୍ତୁ ବିଦେଶ ଖବର 
 

ରାଜ୍ୟରେ ଲାଗୁ ହେବ
16m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର