ଶାନ୍ତି ଧାମରେ ଶାନ୍ତିଲତା : ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବିଶିଷ୍ଟ କଣ୍ଠଶିଳ୍ପୀ
by Argus News
Mon, Apr 01 | 9:21 p.m.

ଅର୍ଗସ ବ୍ୟୁରୋ : ଅର୍ଗସ ବ୍ୟୁରୋ : ଆଉ ନାହାନ୍ତି ବିଶିଷ୍ଠ ଭଜନ କଣ୍ଠଶିଳ୍ପୀ ସାନ୍ତିଲତା ବାରିକ ଛୋଟରାୟ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ସୂଚନା ଦେଲେ ସ୍ବାମୀ ବସନ୍ତ ଛୋଟରାୟ । ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ । ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି । ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ସୃଷ୍ଟି କରେ । ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି ।

ହେ ଚକାନୟନ.., ମୁଁ ଯେ ଦେଉଳ ବେଢ଼ା ଦୀପ…, ଏକା ମୋ ଜଗା ସବୁରି ମୂଳ…, ହେଉଛି ଶାନ୍ତିଲତା ବାରିକ ଛୋଟରାୟଙ୍କର ଏକ ଲୋକପ୍ରିୟ ଭଜନ । ଶାନ୍ତିଲତା ବାରିକଙ୍କର ପ୍ରତିଟି ଭଜନ ସେ କାଳିଆ ସାଆନ୍ତ ଏବଂ ଶ୍ରୀକୃଷ୍ଣଙ୍କ ଲାଗି ସମର୍ପଣ କରିଥିବା ଦେଖିବାକୁ ମିଳେ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ