ପୁଣି ଖୋଲିବ ରତ୍ନଭଣ୍ଡାର,ଏଏସ୍‌ଆଇ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ବୈଷୟିକ ଯାଞ୍ଚ
by Argus News
Wed, Sep 18 | 8:57 a.m.

ଅର୍ଗସ ବ୍ୟୁରୋ:ବୁଧବାର ପୁଣି ଖୋଲିବ ରତ୍ନଭଣ୍ଡାର। ଏଏସ୍‌ଆଇ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାରର ହେବ ବୈଷୟିକ ଯାଞ୍ଚ। ମଧ୍ୟାହ୍ନ ଗୋଟାଏରୁ ଶ୍ରୀମନ୍ଦିର‌ରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ସିଂହଦ୍ବାର ପଟେ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ। ବୈଷୟିକ ଯାଞ୍ଚ ପରେ ରତ୍ନଭଣ୍ଡାରରେ ଗୁପ୍ତ କୋଠରି, ଗୁପ୍ତ ସୁଡ଼ଙ୍ଗ ଆଦି ଚର୍ଚ୍ଚା ଉପରୁ ଖୁବଶୀଘ୍ର ପରଦା ହଟିବ ବୋଲି କୁହାଯାଉଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଶାସନିକ ଅଧିକାରୀ ଓ ସେବାୟତଙ୍କ ସହ ଏ ସଂପର୍କରେ ଆଲୋଚନା ହୋଇସାରିଛି

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ