6.5% ରେ ସ୍ଥିର ରହିଲା ରେପୋ ରେଟ୍
by Argus News
Thu, Feb 08 | 12:06 p.m.

ଅର୍ଗସ ବ୍ୟୁରୋ: ପୁଣି ଅପରିବର୍ତ୍ତତ ରହିଲା ରେପୋ ରେଟ୍ । ଲଗାତର ୬ଷ୍ଟ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI । 6.5 ପ୍ରତିଶତ ସ୍ଥିର ରହିଲା ରେପୋ ରେଟ୍ ।  ମେ ୨୦୨୨ ରୁ ରେପୋ  ରେଟ୍ ରେ ହୋଇନି ପରିବର୍ତ୍ତନ । ୨୦୨୪ ବର୍ଷ ପାଇଁ ଅଭିବୃଦ୍ଧି ହାର ୭ ପ୍ରତିଶତ ଆକଳନ କରାଯାଇଛି । ଏନେଇ ସୂଚନା ଦେଲେ RBI ଗଭର୍ଣ୍ଣର  ।

ଆହୁରି ପଢନ୍ତୁ ଭାରତ ଖବର...

ରାଜ୍ୟରେ ଲାଗୁ ହେବ
22m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର