କଣ୍ଟାମାଳ: ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ
by Argus News
Wed, May 22 | 7:17 a.m.

ଅର୍ଗସ ବ୍ୟୁରୋ: କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ । ଆସନ୍ତାକାଲି ପୁନର୍ବାର ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳର ଦୁଇ ବୁଥରେ ହିଂସା ଓ ବୁଥ ରିଗିଂ ଉଦ୍ୟମ ଅଭିଯୋଗ ହୋଇଥିଲା ।

କଣ୍ଟାମାଳ ମହେଶ୍ବରପିଣ୍ଡାର 28 ନମ୍ବର ବୁଥରେ ବିଜେପି କର୍ମୀ ଓ ଭୋଟରଙ୍କ ଉପରେ ଲାଠି ମାଡ଼ ସହ ରବର ବୁଲେଟ୍ ଚଳାଇଥିଲା ପୋଲିସ । ପୋଲିସ ମାଡ଼ରେ ମହିଳାଙ୍କ ସମେତ 5 ଜଣ ଗୁରୁତର ହୋଇଥିଲେ । ବିଜେଡି ଗୁଣ୍ଡା ବୁଥରେ ପଶି ଲୋକଙ୍କୁ ବିଜେଡିରେ ଭୋଟ ଦେବାକୁ ଧମକ ଦେଉଥିବା ନେଇ ରାଜ୍ୟ ନିର୍ବାଚନ କମିଶନ ଓ ଜାତୀୟ ନିର୍ବାଚନରେ ଅଭିଯୋଗ କରିଥିଲା ବିଜେପି । ପୁନଃ ମତଦାନ ଦାବି କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲା ବିଜେପି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ