୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା
by Argus News
Thu, Oct 24 | 10:50 a.m.

ଅର୍ଗସ ବ୍ୟୁରୋ: ମଧ୍ୟାହ୍ନ ରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । 

ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

STORM
22m ago
ପୂର୍ବାପେକ୍ଷା ଧୀର ହୋଇଛି ବାତ୍ୟାର ଗତି
ଅର୍ଗସ ବ୍ୟୁରୋ: ସମୁଦ୍ରରେ ବଳ ଗୋଟାଉଛି ବତ୍ୟା ଦାନା । ବଢିଲା ପବନ ବେଗର ପୂର୍ବାନୁମାନ । ପୂର୍ବାପେକ୍ଷା ଧୀର ହୋଇଛି ବାତ୍ୟାର ଗତି । ସମୁଦ୍ରରୁ ଭିତରେ ଏବେ ୧୨କିମି ବେଗରେ ଗତି କରୁଛ
ବାତ୍ୟା
26m ago
ଅସରାଏ ବର୍ଷା କାଚିଲେ ସ୍ଥିତି ବେହାଲ, ବାତ୍ୟାରେ କରିବେ କଣ ?
ଅର୍ଗସ ବ୍ୟୁରୋ: ଅସରାଏ ବର୍ଷା ହେଲେ ଟ୍ଵିନସିଟିରେ କେମିତି ବର୍ଷା ପାଣି ଜମେ ତାହା ଆମେ ସମସ୍ତେ ଦେଖନ୍ତି । ଏହାରି ଭିତରେ ବାତ୍ୟା ଆସି କବାଟ ଠକ୍‌ ଠକ୍‌ କଲାଣି । ଆ
PURI
50m ago
ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ
ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ । ବାତ୍ୟା ଦାନାକୁ ନେଇ ହବିଷ୍ୟାଳୀ ରହଣୀ କେନ୍ଦ୍ରରେ ବ୍ୟାପ