ଜମି ପଟ୍ଟା କରି ଦେବା ପାଇଁ ନେଉଥିଲେ 5 ହଜାର
by Argus News
Wed, Jul 10 | 3:51 p.m.

କନ୍ଧମାଳ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI । ଜମି ପଟ୍ଟା କରି ଦେବା ପାଇଁ ନେଉଥିଲେ 5 ହଜାର ଟଙ୍କା । କୋଟଗଡ଼ ତହସିଲ ଅନ୍ତର୍ଗତ ଦୁର୍ଗାପାଙ୍ଗା ପଞ୍ଚାୟତର RI ଦିଲୀପ କୁମାର ସାହୁ ଜମି ପଟ୍ଟା ପ୍ରଦାନ କରିବା ପାଇଁ 5 ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଗିରଫ କରିଛି । 

ପୂର୍ବରୁ ଜମି ପଟ୍ଟା ପ୍ରଦାନ କରିବା ନିମନ୍ତେ ଜଣେ ବ୍ୟକ୍ତିଙ୍କ ଠାରୁ RI 5 ହଜାର ଟଙ୍କା ଦାବି କରିଥିଲେ । ବାରମ୍ବାର ଦାବି କରିବା ପରେ ବ୍ୟକ୍ତି ଜଣଙ୍କ 5 ହଜାର ଟଙ୍କା ଦାବି ପାଇଁ ରାଜି ହୋଇଥିଲେ । ଓ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ସହ ଯୋଗାଯୋଗ କରିଥିଲେ । RI ଜଣଙ୍କ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ଟଙ୍କା ସହ ଧରିଛି ଭିଜିଲାନ୍ସ ଦଳ । 

କୋଟଗଡ଼ ସରକାରୀ ବାସଭବନ ଓ ନିଜ ପୈତୃକ ଘର ଖଜୁରୀପଡ଼ାରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ ।

ଆହୁରି ପଢନ୍ତୁ ଓଡିଶା ଖବର... 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା