ଖଣ୍ଡଗିରି ଛକରେ ସଡକ ଦୁର୍ଘଟଣା, ଯୁବତୀ ମୃତ
by Argus News
Mon, Feb 12 | 6:15 p.m.

ଭୁବନେଶ୍ୱର: ଖଣ୍ଡଗିରି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯୁବତୀଙ୍କ ଉପରେ ମାଡିଗଲା ସ୍କୁଲ ବସ । ରାସ୍ତା ପାର ହେଉଥିବାବେଳେ ଏହି ଦୁର୍ଘଟଣା ଘଟିଛି । ବାଇକ ଧକ୍କା ହୋଇ ପଡିଯିବାବେଳେ ମାଡ଼ିଗଲା ବସ୍ । ଦୁର୍ଘଟଣାରେ ଯୁବତୀଙ୍କ ମୃତ୍ୟୁ ହୋଇଥିବାବେଳେ ମା' ଆହତ ହୋଇଥିବା ସୂଚନା ରହିଛି । ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି କରୁଛି ଛାନଭିନ । 


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ