ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ ରାଉରକେଲାରୁ କୋଲକାତା ଯାତ୍ରା
by Argus News
Tue, Dec 26 | 8:57 p.m.

ଅର୍ଗସ ବ୍ୟୁରୋ : ରାଉରକେଲାରୁ କୋଲାକାତାକୁ ଉଡ଼ିବ ବିମାନ । ସପ୍ତାହକୁ ୩ଦିନ ପାଇଁ ଚାଲିବ । ଏଥିପାଇଁ ରାଜ୍ୟ ସରକାର ଭିଜିଏଫ ଯୋଗାଇ ଦେଇଛନ୍ତି । ରାଜ୍ୟ ସରକାର ୩୫ଟି ଆସନ ପାଇଁ ଭିଜିଏଫ ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ ରାଉରକେଲାରୁ କୋଲକାତା ଯାତ୍ରା କରିପାରିବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହକୁ ୩ଦିନ ଏହି ଯାତ୍ରୀବାହୀ ବିମାନ ଉଡ଼ାଣ କରିବ । ରାଜ୍ୟ ସରକାର ୩୫ଟି ଆସନ ପାଇଁ ଏହି ଫଣ୍ଡିଂ ବ୍ୟବସ୍ଥା କରିଛନ୍ତି । ଯାହାର ପ୍ରାରମ୍ଭିକ ଭଡ଼ା ରହିଛି ୧୯୯୯ଟଙ୍କା । ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନ ଚଳାଚଳ କରିବ । ଏହି ବିମାନ ସେବା ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ସୃଷ୍ଟି ହୋଇପାରିବ ବୋଲି ସରକାର ଆଶାବାଦୀ ଅଛନ୍ତି ।

ମୃତ୍ୟୁ
4m ago
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
15m ago
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
27m ago
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ