ଶିମିଳିପାଳ ଦୁଦୁରୁଚମ୍ପାରୁ ମହାବଳ ବାଘର ମୃତଦେହ ଉଦ୍ଧାର
by Argus News
Thu, Feb 08 | 2:28 p.m.

ଅର୍ଗସ ବ୍ୟୁରୋ : ଶିମିଳିପାଳରୁ ମହାବଳ ବାଘର ମୃତଦେହ ଠାବ । ଶିମିଳିପାଳ ଦୁଦୁରୁଚମ୍ପାରୁ ମହାବଳ ବାଘର ମୃତଦେହ ଉଦ୍ଧାର । ଗତ ୫ ତାରିଖ ଦିନ ଦୁଦୁରୁଚମ୍ପା ନାଳ ନିକଟରୁ ମୃତଦେହ ମିଳିଥିଲା । ମୃତ ବାଘର ବୟସ ସାଢ଼େ ୩ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଷ୍ଟମର୍ଟମ ରିପୋର୍ଟରୁ ବାଘ ମୃତ୍ୟୁର କାରଣ ଜଣା ପଡିବ ବୋଲି ଅଭୟାରଣ୍ୟ କ୍ଷେତ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ