ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଗଡ଼ିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ
by Argus News
Tue, Apr 16 | 5:42 p.m.

ଅର୍ଗସ ବ୍ୟୁରୋ : ଆଜି ପବିତ୍ର ଅଶୋକାଷ୍ଟମୀ । ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏନେଇ ଆଜି ଭୋରରୁ ନୀତିକାନ୍ତି ଆରମ୍ଭ ହୋଇ ଏବେ ଚାଲିଛି ରଥ ଟଣା । ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଗଡ଼ିଲା ରୁକୁଣା ରଥ । ହଜାର ହଜାର ଭକ୍ତ ଆନନ୍ଦର ସହ ।

ଅଧିକ ପଢନ୍ତୁ : ଜୁଲାଇ 7ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ରଥକୁ ଟାଣି ନେଉଛନ୍ତି । ଏପଟେ ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବାକୁ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । କ୍ରାଉଡ୍ କଣ୍ଟ୍ରୋଲ କରିବାକୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରଥ ରୋଡ଼ରେ କୌଣସି ଯାନବାହାନ ଚଳାଚଳ ଯେମିତି ନକରେ ସେଥିପାଇଁ ମାଉସୀ ମାଆ ଛକରୁ ଗାଡି ଗୁଡ଼ିକୁ ଡାଇଭର୍ଟ କରାଯାଇଛି ।  ହିଟ ୱେଭକୁ ଦୃଷ୍ଟିରେ ରଖି ପାଣି ସହ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଛି । 

BJD
ନିର୍ବାଚନବେଳେ ବିଜେଡି ଗୁଣ୍ଡାଙ୍କ ଆତଙ୍କରାଜ
ଅର୍ଗସ ବ୍ୟୁରୋ: ବିଜେଡିକୁ ମହଙ୍ଗା ପଡ଼ିବ ନିର୍ବାଚନୀ ହିଂସା । ନିର୍ବାଚନ ସମୟରେ ସାରା ରାଜ୍ୟରେ ନବୀନ ବାହିନୀର ଆତଙ୍କରାଜ ବିରୋଧରେ ଖଡ଼ଗହସ୍ତ ହୋଇଛନ୍ତି ଜନତା । ବୌଦ୍ଧର
AMIT SHAH
ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ
ଅର୍ଗସ ବ୍ୟୁରୋ : ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ । ୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀ ଜେଲ୍ ଯିବେ । କଷ୍ଟ ଅର୍ଜିତ ଟଙ୍କା ହରାଇଥିବା ଲୋକଙ୍କ
SAND FESTIVAL
ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଲେ ଦୁର୍ଗମବାସୀ
ଅର୍ଗସ ବ୍ୟୁରୋ: ଦୁର୍ଗମର ନିଆରା ବାଲିଯାତ୍ରା। ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଛନ୍ତି ଦୁର୍ଗମବାସୀ। 22 ବର୍ଷର ଅପେକ୍ଷା ଅନ୍ତ ପରେ ବାଲିଯାତ୍ରା ମନାଇଲ