ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ:  ପ୍ରଭାତୀ ପରିଡା 
by Argus News
Tue, Oct 22 | 8:23 a.m.

ପୁରୀ:  ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେଉଛନ୍ତି ସରକାର । ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପତିକ୍ରିୟା । ପୁରୀ ଉପକୂଳରେ ବାତ୍ୟା ମାଡ଼ ହେବା ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଆଗୁଆ ସତର୍କ ରହିଛି ।

ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ମାଛ ଧରାଳିଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସରକାର, ପ୍ରଶାସନ ସମସ୍ତେ ଆଲର୍ଟ ଅଛନ୍ତି । କାହାର କିଛି କ୍ଷତି ନ ହେଉ , ମହାପ୍ରଭୁଙ୍କ ପାଖରେ ଏତିକି ପ୍ରାର୍ଥନା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା