ଦଣ୍ଡ ଶୁଣାଣି କଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରା ଜଜ୍
by Argus News
Thu, Feb 08 | 3:28 p.m.

ଅର୍ଗସ ବ୍ୟୁରୋ : ବୃଦ୍ଧା ଶାଶୂ ସହ ଦୁଷ୍କର୍ମ କରିବା ଅଭିଯୋଗରେ ଜ୍ୱାଇଁ ସଞ୍ଜୟ ବେହେରାଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ । ଦଣ୍ଡ ଶୁଣାଣି କଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରା ଜଜ ହରପ୍ରସାଦ ପଟ୍ଟନାୟକ । ୨୦୨୦ ମସିହା ମାର୍ଚ୍ଚ ମାସ ୧୩ ତାରିଖ ଦିନ ସାଲେପୁର ଥାନା ବାସୁଦେବପୁର ଅଞ୍ଚଳରେ ଘଟିଥିଲା ଘଟଣା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ