ବାହାର ରାଜ୍ୟକୁ ଚାଲାଣ ବେଳେ ଦାଦନ ଉଦ୍ଧାର
by Argus News
Sun, Oct 27 | 11:54 a.m.

ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପୋଲିସକୁ ସଫଳତା। କର୍ଲାବାହାଲି ଗାଁରୁ ଦାଦନ ଚାଲାଣ  ବେଳେ ୧୪ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ।  ବିଳମ୍ବିତ ରାତିରେ କଣ୍ଟାବାଞ୍ଜିରୁ ବାହାର ରାଜ୍ୟକୁ ଚାଲାଣ ବେଳେ କର୍ଲାବାହାଲି ଗାଁ ଛକରୁ ଉଦ୍ଧାର କରିଛି  କଣ୍ଟାବାଞ୍ଜି ପୋଲିସ । ଏମାନଙ୍କ ମଧ୍ୟରେ ୮ ଜଣ ପୁରୁଷ,୩ ଜଣ ମହିଳା ଓ ୩ ଜଣ ଶିଶୁ ରହିଛନ୍ତି । ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାରେ ସଂମ୍ପୃକ୍ତ ରୋହିତ ହିଆଲ ଓ ଅଲେଖ ସୁନାକୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି ।

 

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ