ସମ୍ୱଲପୁର: ସାଧାରଣ ସଭାରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ
by Argus News
Sun, Feb 25 | 1:10 p.m.

ଅର୍ଗସ ବ୍ୟୁରୋ: ସମ୍ବଲପୁର ଜିଲ୍ଲା ଯୁଯୁମୁରା ଗ୍ରାମୀଣ ପାର୍କଠାରେ ସହିଦ ମଧୁ ଗଡତିଆଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ଜଙ୍ଘା ଲିଙ୍ଗା ବଡଦେଓ ଶୋଭାଯାତ୍ରାରେ ସାମିଲ ହେବା ସହ ସାଧାରଣ ସଭାରେ ଯୋଗଦେବେ ଧର୍ମେନ୍ଦ୍ର । ଅପରାହ୍ନରେ ଭତରା ଆଦିତ୍ୟ କଲ୍ୟାଣ ମଣ୍ତପରେ ଲାର୍ଭାର୍ଥୀ ବୈଠକରେ ସାମିଲ୍ ହେବେ । ସନ୍ଧ୍ୟାରେ ଅଇଠାଁପାଲି ପିଏଚଡି ପଡିଆରେ ଆୟୋଜିତ ଜାତୀୟ ଆଦିବାସୀ ମହୋତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ