ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର  
by Argus News
Wed, Dec 06 | 11:40 a.m.

ଭୁବନେଶ୍ୱର:  ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ  ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି।  

ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ।  ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ