ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା
by Argus News
Fri, May 24 | 8:47 p.m.

ଅର୍ଗସ ବ୍ୟୁରୋ: ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିର୍ମାଣ କରିଛନ୍ତି ଏକ ସୁନ୍ଦର ବାଲୁକାକଳା। ସୁଦର୍ଶନ ଏହି ବାଲୁକାକଳାରେ ପ୍ରାୟ 5 କୁଇଣ୍ଟାଲ ଆମ୍ବ ପ୍ରୟୋଗ କରିଛନ୍ତି। ବାଲୁକାକଳା ମାଧ୍ୟମରେ ଭୋଟର ମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଏପରି ବାଲୁକାକଳା ନିର୍ମାଣ କରିଥିବା ମତ ରଖିଛନ୍ତି। 

ଗଣତନ୍ତ୍ରର ମହାପର୍ବରେ ସମସ୍ତେ ସାମିଲ ହେବା ସହ ମୂଲ୍ୟବାନ ଭୋଟ ପ୍ରଦାନ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି। ସୁଦର୍ଶନ ଓ ତାଙ୍କ ସାଥି କଳାକାର ମାନଙ୍କୁ ଏହି ବାଲୁକା କଳା ନିର୍ମାଣ ପାଇଁ ପ୍ରାୟ 5 ଘଣ୍ଟା ସମୟ ଲାଗିଥିବା ବେଳେ ଏହାକୁ ଦେଖି ପର୍ଯ୍ୟଟକ ମାନେ ପ୍ରଶଂସା କରିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ