ବାଲି ବୋଝେଇ ଟ୍ରାକ୍ଟର ଜବତ: ବାଲି ମାଫିଆ, ଡ୍ରାଇଭର ଫେରାର
by Argus News
Thu, Apr 25 | 12:47 p.m.

ଅର୍ଗସ ବ୍ୟୁରୋ:  ଅନୁଗୁଳ ସିଆରିମାଳିଆ ନାଳରୁ ବେଆଇନ ବାଲି ଚାଲାଣ ହେଉଥିବା ଅଭିଯୋଗ ହୋଇଛି । ଛେଣ୍ତିପଦା ବନାଞ୍ଚଳ ତଥା ଛେଣ୍ତିପଦା ସଂରକ୍ଷିତ ଜଙ୍ଗଲରେ ଥିବା ସିଆରିମାଳିଆ ନାଳରୁ ଦୀର୍ଘ ଦିନ ହେବ ବେଆଇନ ବାଲି ଚାଲାଣ ହେଉଥିବା ବେଳେ ବନବିଭାଗ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛି l ଘଟଣାସ୍ଥଳରୁ ବାଲି ମାଫିଆ, ଡ୍ରାଇଭର, ଶ୍ରମିକମାନେ ଫେରାର ହୋଇଯାଇଛନ୍ତି । ବନବିଭାଗ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରି ତଦନ୍ତ କରୁଛି । ବାରମ୍ୱାର ଏପରି ଘଟଣା ଘଟୁଥିବାବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

METEOROLOGICAL
9m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା
ELECTION
14m ago
କଟକ ବାରବାଟୀରେ ଏଥରେ ମହା ଲଢେଇ
ଅର୍ଗସ ବ୍ୟୁରୋ : ବର୍ତ୍ତମାନ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ । କଟକ ସହରରେ ଆରମ୍ଭ ହୋଇଥିବା ଯାଇକ
BJP
20m ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି
ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପର