କଳାଫିତା ବାନ୍ଧି ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ବିରୋଧ କଲେ ଅଧିକାଂଶ ସରପଞ୍ଚ
by Argus News
Thu, Nov 09 | 1:32 p.m.

ଅର୍ଗସ ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ସରପଞ୍ଚଙ୍କ ବର୍ଜନ । ଅଧିକାଂଶ ସରପଞ୍ଚ ବର୍ଜନ କରିବା ସହ କଳାଫିତା ବାନ୍ଧି ବ୍ଲକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ସରପଞ୍ଚଙ୍କ କହିବା ମୁତାବକ, ସେମାନେ ବିକାଶକୁ ବିରୋଧ କରୁନହାନ୍ତି । ରାଜ୍ୟ ସରକାର ସରକାରୀ କାର୍ଯ୍ୟକ୍ରମକୁ ଦଳୀୟ କାର୍ଯ୍ୟକ୍ରମ ରୂପାନ୍ତରିତ କରୁଛନ୍ତି ।

ଗ୍ରାମସଭାରେ ପାସ୍ ହୋଇଥିବା ପ୍ରକଳ୍ପ ସ୍ଥାନ ନଦେଇ ଓ ସରପଞ୍ଚଙ୍କ ବିନା ସହମତିରେ ଦଳୀୟ ନେତାଙ୍କୁ ସୁହାଇଲା ଭଳି ପ୍ରକଳ୍ପ ଗୁଡିକୁ ସ୍ଥାନ ଦେବା ଭଳି କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି । ଯାହାକୁ ନେଇ ସରପଞ୍ଚମାନେ ଏହି ସରକାରୀ କାର୍ଯ୍ୟକ୍ରମକୁ ବର୍ଜନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜଗାଙ୍ଗପୁର ବ୍ଲକ ୨୦ଟି ପଞ୍ଚାୟତର ୧୨ ଜଣ ସରପଞ୍ଚ ସାମିଲ ହୋଇ ବିଭିନ୍ନ ସ୍ଲୋଗାନ ଦେବା ସହ ମୁହଁରେ କଳା ଫିତା ବାନ୍ଧି ବିରୋଧ ପ୍ରଦର୍ଶନ କରିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

SECOND
45m ago
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ
IPL-2024
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ