ଓଡିଶା ଗସ୍ତରେ ସତିଶ ଚନ୍ଦ୍ର ଦୁବେ 
by Argus News
Sat, Jul 27 | 10:26 a.m.

ଭୁବନେଶ୍ୱର: ଓଡିଶା ଗସ୍ତରେ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ର ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ । ଭୁବନେଶ୍ବର, ସମ୍ବଲପୁର ଏବଂ ଅନୁଗୁଳର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ । ଆଜି ପ୍ରଥମେ ଭୁବନେଶ୍ବର ସ୍ଥିତ ନାଲକୋ କର୍ପୋରେଟ ଅଫିସରେ ସମୀକ୍ଷା ବୈଠକରେ ଯୋଗ ଦେବେ ।

ତାପରେ ଅନୁଗୁଳ ଗସ୍ତରେ ଯିବେ । ଅନୁଗୋଳ ଠାରେ ସ୍ମେଲ୍ଟର ପ୍ଲାଣ୍ଟ ପରିଦର୍ଶନ କରିବେ ସତିଶ ଚନ୍ଦ୍ର ଦୁବେ । ସେଠାରୁ ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ମହାନଦୀ କୋଲଫିଲ୍ଡ ମୁଖ୍ୟ କାର୍ଯ୍ୟାଳୟକୁ ଯିବେ କେନ୍ଦ୍ର ମନ୍ତ୍ରୀ । ସେହିପରି 28 ତାରିଖ ଦିନ ସମ୍ବଲପୁରରେ ଏକାଧିକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ କେନ୍ଦ୍ର କୋଇଲା ଓ ଖଣି ରାଷ୍ଟ୍ର ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା