ସ୍କୁଲ ବସ ଦୁର୍ଘଟଣା ଗ୍ରସ୍ତ: କେୟାର ଟେକର ସମେତ 2 ଜଣ ଗୁରୁତର
by Argus News
Tue, Apr 02 | 8:37 p.m.

କଟକ: କଟକ ନିଶ୍ଚିନ୍ତକୋଇଲି ଥାନା ନିକଟରେ ସ୍କୁଲ ବସ ଦୁର୍ଘଟଣା ଗ୍ରସ୍ତ । ଗାଡିଟି ଭାରସାମ୍ୟ ହରାଇ ଦୋକାନ ଭିତରକୁ ପଶିଯାଇଥିଲା । ସେଥିରେ ଥିବା 9 ଜଣ ଛାତ୍ର ଛାତ୍ରୀ , ଡ୍ରାଇଭର ଓ କେୟାର ଟେକର ଦୁର୍ଘଟଣାରେ ଆହତ ହୋଇଛନ୍ତି । ସେମାନଙ୍କୁ  ନିଶ୍ଚିନ୍ତକୋଇଲି ଗୋଷ୍ଟି ସ୍ୱାସ୍ତ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା ।  କେୟାର ଟେକର ସମେତ 2 ଜଣ ଗୁରୁତର ଛାତ୍ରଙ୍କୁ କଟକ ଏସିବିକୁ ସ୍ଥାନାନ୍ତର ।

ଅଧିକ ପଢନ୍ତୁ ଓଡିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ