ଓଲଟିଲା ସ୍କୁଲ ଭ୍ୟାନ ୧୦ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଗୁରୁତର
by Argus News
Fri, Aug 30 | 5:23 p.m.

ଅର୍ଗସ ବ୍ୟୁରୋ: ଭଦ୍ରକ ଚାନ୍ଦବାଲି ମୁଖ୍ୟରାସ୍ତା ନାଲଗୁଣ୍ଡା ଛକ ନିକଟରେ ରାସ୍ତା ତଳକୁ ଓଲଟିଲା ସ୍କୁଲ ଭ୍ୟାନ ।ଦିଗଛିଆ ଉତ୍କଳ ମଣି ଗୋପବନ୍ଧୁ ବିଦ୍ୟାମନ୍ଦିରର ସ୍କୁଲ ଭ୍ୟାନଟି ଓଲଟି ଥିବା ସୂଚନା । ୧୦ରୁ ଉର୍ଦ୍ଧ ଶିଶୁ ଛାତ୍ର ଛାତ୍ରୀ ଗୁରୁତର ଆହତ । ଗୁରୁତର ଓ ଆହତଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଅଗ୍ନିଶମ ବାହିନିର ଉଦ୍ଧାର କାର୍ଯ୍ୟ ଜାରି ରହିଛି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ଗ୍ରେ ଡିଭର୍ସ
2m ago
ଭାରତରେ କାହିଁକି ବଢୁଛି ଗ୍ରେ ଡିଭର୍ସ?
ଅର୍ଗସ ବ୍ୟୁରୋ: ଏକବିଂଶ ଶତାବ୍ଦୀରେ ରିଲେସନସିପ ବା ସମ୍ପର୍କର ସଂଜ୍ଞା ବଦଳି ଯାଇଛି ଓ ସମ୍ପର୍କର ଗୋଟେ ନାଁ ଦେବାକୁ ପଡୁଛି ଆଉ ଉଦାହରଣ ହେଉଛି ଗ୍ରେ ଡିଭର୍ସ । ତେବେ ହଠାତ୍ ଏହି ଗ୍ର
ମଧୁମେହ
8m ago
ମଧୁମେହ ରୋଗୀଙ୍କ ପାଇଁ ମେଥି ଖାଇବା ଲାଭ
ଅର୍ଗସ ବ୍ୟୁରୋ: ଆଜିକାଲି ଖରାପ ଜୀବନଶୌଳୀ ହେତୁ ଲୋକମାନେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି। ସେହିପରି ମଧୁମେହ ଏପରି ଏକ ରୋଗ ଯାହା ଦେଶ ତଥା ବିଶ୍ଵରେ ମହାମାରୀ ପରି ବ୍ୟାପୁଛି
ପାଟଣାଗଡ଼ରେ
9m ago
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର