କାଲିଠୁ ସ୍ୱାଭାବିକ ହେବ ସ୍କୁଲ, ବଦଳିଛି ପାଣିପାଗ
by Argus News
Sun, Jun 23 | 1:15 p.m.

ଅର୍ଗସ ବ୍ୟୁରୋ:  କାଲିଠୁ ସ୍ବାଭାବିକ ହେବ ସ୍କୁଲ । ରାଜ୍ୟରେ ପାଣିପାଗ ବଦଳିଛି । ସ୍କୁଲ ସ୍ବାଭାବିକ ହେବାର କୌଣସି ଅସୁବିଧା ହେବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେହିପରି ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ଦିଆଯିବ ପ୍ରଶିକ୍ଷଣ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଏହାଏକ ସ୍ବାଗତଯୋଗ୍ୟ ପଦକ୍ଷେପ । ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିଵା ଆବଶ୍ୟକ । ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ଗଣିତରେ ଭଲ ଜ୍ଞାନ ଆସିବ । ସମୟ ସମୟରେ ଏଭଳି ପଦକ୍ଷେପ ନିଆଯିବ ଆବଶ୍ୟକ ରହିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଟି-୨୦ ବିଶ୍ୱକପ୍
13m ago
ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା
ଅର୍ଗସ ବ୍ୟୁରୋ: ଭାରତୀୟ କ୍ରିକେଟ ଟିମ୍ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇ ଦ୍ୱିତୀୟଥର ପାଇଁ ଇତିହାସ ରଚିଛି । ଫାଇନାଲରେ ଦକ୍ଷିଣ ଅଫ୍ରିକାକୁ ୭ ରନରେ ପରାଜିତ କରିବା ପରେ ଭାରତୀୟ ଦଳକ
ସପ୍ତଶଯ୍ୟା ପାହାଡ଼ରେ
17m ago
ସପ୍ତଶଯ୍ୟା ପାହାଡ଼ରେ 5 ଛାତ୍ର ନିଖୋଜ
ଢେଙ୍କାନାଳ: ଢ଼େଙ୍କାନାଳ ଜିଲ୍ଲାର ସପ୍ତଶଯ୍ୟା ପାହାଡ଼ ବୁଲିବାକୁ ଯାଇ ୫ ଛାତ୍ର ନିଖୋଜ ହୋଇଥିବା ସୂଚନା ମିଳିଛି। ପାହାଡ଼ ଉପରକୁ ଯାଇ ଆଉ ଫେରିପାରୁନାହାନ୍ତି ଛାତ୍ର ମାନେ। ବାଟ ନ ପାଇବାର
ପ୍ରଧାନମନ୍ତ୍ରୀ ମୋଦି
45m ago
ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଆରମ୍ଭ ହେବ ସୁଭଦ୍ରା ଯୋଜନା
ଅର୍ଗସ ବ୍ୟୁରୋ: ଆସନ୍ତା ସେପ୍ଟେମ୍ବର 17 ତାରିଖ ଦିନ ଓଡ଼ିଶାରେ ଆରମ୍ଭ ହେବ ସୁଭଦ୍ରା ଯୋଜନା। ସବୁ ପ୍ରତୀକ୍ଷାର ହେବ ଅନ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ସେବ