ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ  
by Argus News
Mon, May 20 | 2:45 p.m.

ଭୁବନେଶ୍ୱର:  ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ ।  ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ ।  5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।

 9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି  79 ଲକ୍ଷ  69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି  । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ। ଅଧିକ ପଢନ୍ତୁ ଓଡ଼ିଶା ଖବର 

ଉଚ୍ଚ ଜୁଆର
17m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
20m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ