NACରେ 144 ଧାରା ଲାଗୁ, ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ରହିବ ବଳବତ୍ତର
by Argus News
Sun, May 26 | 12:06 p.m.

ଅର୍ଗସ ବ୍ୟୁରୋ:  ନିର୍ବାଚନୀ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ରଣପୁର NACରେ 144 ଧାରା ଲାଗୁ । ନୟାଗଡ଼ ଜିଲ୍ଲାପାଳ ସୁଦ୍ଧାଦେବ ସିଂଙ୍କ ନିର୍ଦ୍ଦେଶ କ୍ରମେ 144 ଧାରା ଲାଗୁ ହୋଇଛି । ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ରହିବ ବଳବତ୍ତର । ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ କରିବା ସହ ଲୋକମାନେ ଏକାଠି ନ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । 

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
54m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି