ବାହୁଡା ଯାତ୍ରା ଶୁଙ୍ଖଳିତ ହେବ-ଏଡିଜି
by Argus News
Mon, Jul 15 | 9:14 a.m.

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ ବଡ ସାଆନ୍ତେ । ଜନ୍ମବେଦୀରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ବାହୁଡା ଯାତ୍ରା ଶୁଙ୍ଖଳିତ ହେବ । ମହାପ୍ରଭୁଙ୍କ ନିଦେର୍ଶରେ ଶୁଙ୍ଖଳିତ ଭାବେ ତିନି ରଥ ଶ୍ରୀମନ୍ଦିରରେ ପହଁଞ୍ଚିବେ । ରଥ ଉପରକୁ ମୋବାଇଲ୍ କଟକଣା କଡାକଡି ହୋଇଛି ବୋଲି କହିଛନ୍ତି ଏଡିଜି ସଞ୍ଜୟ କୁମାର ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କଡା ଚେତାବନୀ

ଅନ୍ୟପଟେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ପ୍ରତିକ୍ରିୟା ରଖି କହିଛନ୍ତି ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଖୋଲା ଯାଇଛି । ସେ ଦୃଷ୍ଟିରୁ ସମସ୍ତ ସୁରକ୍ଷା ପାଇଁ ବ୍ୟବସ୍ଥା ଆପଣା ଯାଇଛି । କଡ଼ା ସୁରକ୍ଷା ବଳୟ ମଧ୍ୟରେ ରହିଛି ମନ୍ଦିର ।କୌଣସି ପ୍ରକାର ସ୍ଥିତିକୁ ବି ମୁକାବିଲା କରିବା ପାଇଁ ଆମେ ପ୍ରସ୍ତୁତ ।

 


 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା