ଜବତ ପୋଚ ଏବଂ ଦେଶୀ ରନ୍ଧା ମଦର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ 
by Argus News
Sun, Jun 23 | 7:43 p.m.

ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗର ଚଢାଉ।  ଆଜି ବେଗୁନିଆ ବ୍ଲକ ଅନ୍ତର୍ଗତ ବରପଡା ଗ୍ରାମ ଜଂଗଲରେ ଚଢାଉ କରି ୧୦ହଜାର୫୦୦ ଲିଟର ପୋଚ ଓ ୧୧୩୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି।

ଜବତ ସମସ୍ତ ସାମଗ୍ରୀ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରିଛି ଅବକାରୀ ବିଭଗ।ସୂଚନା ଅନୁଯାୟୀ ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ପୋଲିସ ନିରବ ଦ୍ରଷ୍ଟା ହୋଇ ଚୁପ ବସୁଥିବା ବୋଲି ଅଭିଯୋଗ କରୁଛନ୍ତି ଲୋକେ।   ତେବେ ଆଜିର ଚଢ଼ାଉ ସମ୍ପର୍କରେ ପୂର୍ବରୁ ଖବର ପାଇ ମଦ ମାଫିଆ ଫେରାର ହୋଇଯାଇଥିବା ଜଣାପଡିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

ଉଚ୍ଚ ଜୁଆର
12m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
15m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ