ଆଜି ଶ୍ରୀମନ୍ଦିରରେ ସେନାପଟା ଲାଗି ନୀତି
by Argus News
Thu, Jun 20 | 3:01 p.m.

ପୁରୀ:  ଶ୍ରୀମନ୍ଦିରରେ ପ୍ରାୟ 11 ଘଣ୍ଟା ଜଗା ଦର୍ଶନ ବନ୍ଦ । ସେନାପଟା ଲାଗି ନୀତି ପାଇଁ ଦୀର୍ଘ ସମୟ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ । ଆଜି ବଡସିଂହାର ଭୋଗ ପରେ  ରାତି 12 ଟାରୁ ଆସନ୍ତାକାଲି ଦିନ 11 ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗ ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ସ୍ନାନପୂର୍ଣ୍ନିମାରେ 108 ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଦୁର୍ଲଭ ହାତୀବଶ ବା ଗଜାନନ ବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ହାତୀବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦେବେ ଦର୍ଶନ । ସେଥିପାଇଁ ହାତୀବେଶ ପ୍ରସ୍ତୁତି ପହଞ୍ଚିଛି ଶେଷ ପର୍ଯ୍ୟାୟରେ । 

ଆହୁରି ପଢନ୍ତୁ ଓଡିଶା ଖବର...
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା