ସମ୍ବଲପୁରରେ ପୃଥକ ସଡ଼କ ଦୁର୍ଘଟଣା, ୪ ମୃତ
by Argus News
Thu, Feb 22 | 10:02 p.m.

ଅର୍ଗସ ବ୍ୟୁରୋ: ସମ୍ବଲପୁର ସହରରେ ଦୁଇଟି ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟା ପ୍ରାୟ ୬ ଟା ସମୟରେ ବୁର୍ଲା ଭିସୁଟ ମରିଚି ହଷ୍ଟେଲ ସମ୍ମୁଖରେ ସ୍କୁଟି ଓ ବାଇକ ମଧ୍ୟରେ ଧକ୍କା ହୋଇଥିଲା। ଯେଉଁଥିରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ମୃତକ ମାନେ ହେଲେ ଆଶୀର୍ବାଦ ରଥ ଓ ଆକ୍ଷିତ ସେଠି l 

ସେହିପରି ଟାଉନ ଥାନା ଅନ୍ତର୍ଗତ ଚାଉଁରବ୍ରିଜ ଉପରେ ସ୍କୁଟି ଓ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଇ ଜଣ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ କ୍ଷେତରାଜପୁର ଅଞ୍ଚଳର ସୂର୍ଯ୍ୟା ଅଗ୍ରୱାଲ ଓ କ୍ରିଷ୍ଣା ଅଗ୍ରୱାଲ । ଏହି ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବାବେଳେ ୩ଜଣ ଆହତଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ