ଏକ ଲକ୍ଷ ଟଙ୍କା ଚୋରୀ କରି ନେଲେ କାମବାଲୀ 
by Argus News
Wed, Nov 29 | 4:06 p.m.

ଭୁବନେଶ୍ୱର:  ରାଜଧାନୀରେ ଘର କାମବାଲୀଙ୍କୁ ସାବଧାନ !  ଘରେ କାମକରୁଥିବା କାମବାଲୀ ଙ୍କୁ ଟିକେ ସାବଧାନ। ଘଟଣା ଘଟିଛି ଭୁବନେଶ୍ଵର ଝାରପଡ଼ା ଜଗନ୍ନାଥ ନଗର ରୋଡ ନମ୍ବର ୪ ପ୍ଲଟ ନମ୍ବର ୧୫୩୯/୩୮୨୯ ରହୁଥିବା ବିଭୁ ପ୍ରସାଦ ମହାପାତ୍ର ଙ୍କ ଘରୁ ।

ମାମି ପାତ୍ର ନାମକ  ମହିଳା ମହାପାତ୍ରଙ୍କ ଘରେ ରୋଷେଇଆ ଭାବେ ଫ୍ରେବୁଆରୀ ମାସରୁ କାମ କରିଆସୁଥିଲା । ମାସକୁ ୪ ହଜାର ଟଙ୍କା ଦରମା ପାଉଥିଲା। ମହାପାତ୍ର ଙ୍କ ନିଜ ଘର କାମ ଚାଲୁଥିବା ଯୋଗୁ ଘରେ ସବୁବେଳେ ନଗଦ ଟଙ୍କା ରହୁଥିଲା । ସମୟ ଓ ସୁଜଗ ଦେଖି ବେଡ଼ରୁମ ର  ଆଲମିରା ରୁ ପାଖାପାଖି ଏକ ଲକ୍ଷ ଟଙ୍କା ଚୋରୀ କରିବାର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି। ଏହି ଘଟଣାକୁ ନେଇ ଲକ୍ଷ୍ମୀସାଗର ଥାନା ରେ ପରିବାର ଏତଲା ଦେଇଛନ୍ତି। 
ଅଧିକ ପଢନ୍ତୁୂ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ