ବାତ୍ୟା ରୂପ ନେଲା ଗଭୀର ଅବପାତ
by Argus News
Sun, May 26 | 9:18 a.m.

ଅର୍ଗସ ବ୍ୟୁରୋ: ବାତ୍ୟା ରୂପ ନେଲା ଗଭୀର ଅବପାତ । ଏହାର ନାମକରଣ ‘ରେମାଲ’ ରଖାଯାଇଛି। ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି ବାତ୍ୟା। ଉତ୍ତର-ପଶ୍ଚିମ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହୋଇ ଆଜି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ରେମାଲ।

ବାତ୍ୟା ଉତ୍ତର ଦିଗରେ ଗତି କରି ଆଜି ମଧ୍ୟରାତିରେ ଭୀଷଣ ବାତ୍ୟା ରୂପରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳର ସାଗର ଦ୍ୱୀପ ଓ ଖେପୁପରା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କିମି ରହିବ ବୋଲି IMD ପକ୍ଷରୁ ଆକଳନ କରାଯାଇଛି। ଓଡ଼ିଶା ଉପରେ ପଡ଼ିବନି ବାତ୍ୟାର ସିଧାସଳଖ ପ୍ରଭାବ। ପ୍ରଭାବରେ 4ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ