୨୧ ଛାତ୍ରଛାତ୍ରୀଙ୍କୁ ଯୌନ ନିର୍ଯାତନା: ହଷ୍ଟେଲ ଓ୍ବାଡେନଙ୍କୁ ଫାଶୀ ଦଣ୍ଡାଦେଶ
by Argus News
Fri, Sep 27 | 1:58 p.m.

ଅର୍ଗସ ବ୍ୟୁରୋ: ଛାତ୍ରଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାର ବିଚାର କରି ଇଟାନଗର ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମାମଲାର ଶୁଣାଣି କରି କୋର୍ଟ ମୁଖ୍ୟ ଅଭିଯୁକ୍ତ ହଷ୍ଟେଲ ଓ୍ବାର୍ଡେନ ୟୁମକିନ ବାଗରାଙ୍କୁ ଫାଶୀଦଣ୍ଡାଦେଶ ଶୁଣାଇଛନ୍ତି।

ସେହିପରି ଏହି ମାମଲାରେ ସମ୍ପୃକ୍ତି ଥିବା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶିଙ୍ଗ୍‌ତୁଙ୍ଗ୍‌ ୟୋର୍‌ପେନ୍‌ ଓ ହିନ୍ଦୀ ଶିକ୍ଷକ ମାର୍ଗୋମ ଗୋମ୍‌ଦାରଙ୍କୁ ସ୍ବତନ୍ତ୍ର ଜଜ୍‌ ଜାୟେପ୍ଲୁ ଚାଇ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ୟୁମକିନ୍‌ ୬ରୁ ୧୫ ବର୍ଷ ବୟସର ୧୫ ଛାତ୍ରୀ ଏବଂ ୬ ଛାତ୍ରଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ୨୦୧୪ରୁ ୨୦୨୨ ମଧ୍ୟରେ ଅରୁଣାଚଳ ପ୍ରଦେଶ ସରକାରଙ୍କ ଦ୍ୱାରା ପରିଚାଳିତ ଏକ ଆବାସିକ ବିଦ୍ୟାଳୟରେ ୨୧ଜଣ ଛାତ୍ରଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା।

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଗୁଳି ବାଜିବା ପରେ
17m ago
ଗୁଳି ବାଜିବା ପରେ ପ୍ରକାଶ ପାଇଲା ଗୋବିନ୍ଦାଙ୍କ ପ୍ରତିକ୍ରିୟା‌: କହିଲେ ଭଲ ଅଛି
ଅର୍ଗସ ବ୍ୟୁରୋ: ଅକ୍ଟୋବର ପହିଲା ବା ମଙ୍ଗଳବାର ଦିନ ଗୁଳି ଆଘାତ ପାଇ ସକାଳୁ ସକାଳୁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ ଅଭିନେତା ଗୋବିନ୍ଦା। ହସ୍ପିଟାଲ୍‌ରେ ଭର୍ତ୍ତି ହେବ
ଟିମ୍ ଇଣ୍ଡିଆ
38m ago
ଟେଷ୍ଟରେ ଟି୨୦ର ଜଲୱା,ଟିମ୍ ଇଣ୍ଡିଆର ଐତିହାସିକ ବିଜୟ
ଅର୍ଗସ ବ୍ୟୁରୋ:ଗର୍ଜିଲା ଜୈସ୍ୱାଲଙ୍କ ବ୍ୟାଟ୍ ଖେଳିଲେ ୫୧ ରନର ଧୂଆଁଦାର ଅର୍ଦ୍ଧଶତକୀୟପାରି,ଅଶ୍ବିନ-ବୁମରାଙ୍କ ଘାଇଲା ବୋଲିରେଚିତପଟାଙ୍ଗ ମାରିଲେ ବାଂଲା ବ୍ୟାଟର।କାନପୁର ଟେଷ୍ଟର
ବିଳମ୍ବିତ ରାତିରେ
39m ago
ବିଳମ୍ବିତ ରାତିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ
ଅର୍ଗସ ବ୍ୟୁରୋ: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି। ସୋମବାର ବିଳମ୍ବି