ସୋନପୁରରୁ ଆସି ଭୁବନେଶ୍ବରରେ ପହଞ୍ଚିଲେ ଶାହ
by Argus News
Thu, Apr 25 | 7:19 p.m.

ଅର୍ଗସ ବ୍ୟୁରୋ: ଭୁବନେଶ୍ବରରେ ପହଞ୍ଚିଲେ ଅମିତ ଶାହ । ସୋନପୁର ସଭା ସାରି ଭୁବନେଶ୍ବରରେ ପହଞ୍ଚିଛନ୍ତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଦଳର ବରିଷ୍ଠ ତଥା ତୁଙ୍ଗ ନେତା ସହ ନିର୍ବାଚନକୁ ନେଇ କରିବେ ମାନସ ମନ୍ଥନ । ୨୪ ଲଢେଇ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରଣନୀତି । ଏହାସହ ଭୁବନେଶ୍ୱରରେ ଶାହଙ୍କ ରାତି ରହଣୀ କାର୍ଯ୍ୟକ୍ରମ ରହିଛି। 

ପ୍ରଥମେ ସୋନପୁର ସଂକଳ୍ପ ସମାବେଶରେ ରାଜ୍ୟ ସରକାରଙ୍କ ବିରୋଧରେ ରଣ ହୁଙ୍କାର ଦେଇଥିଲେ ଅମିତ ଶାହା । ବିଜେଡି ସରକାରଙ୍କ ବିଫଳତା କଥା ଉଠାଇ ଜୋରଦାର ବର୍ଷିଥିଲେ ଶାହା । ସୋନପୁର ସଭାରୁ ସାରା ଓଡିଶାବାସୀଙ୍କୁ ୫ ବର୍ଷର ସମୟ ମାଗିଲେ ଶାହା । କହିଲେ ୨୫ ବର୍ଷ ନବୀନ ବାବୁଙ୍କୁ ଦେଲେ ୫ ବର୍ଷ ବିଜେପିକୁ ଦିଅନ୍ତୁ । ଆମେ ଓଡିଶାକୁ ଦେଶର ନଂ ୱାନ ରାଜ୍ୟ କରିଦେବୁ । ନବୀନଙ୍କ ୨୦ ବର୍ଷ ଲଷ୍ଟ ଇୟର। ଲୋକଙ୍କୁ କହିଥିଲେ ମୋଦି ଗ୍ୟାରେଣ୍ଟି ଉପରେ ଭରସା ରଖନ୍ତୁ ଆଗକୁ ଦେଶ ବିକଶିତ ହେବ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର