ରାଜଧାନୀରେ ଲଜ୍ଜା: ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
by Argus News
Tue, Oct 01 | 9:51 p.m.

ଅର୍ଗସ ବ୍ୟୁରୋ: ରାଜଧାନୀରେ ଜଣେ ମହିଳାଙ୍କୁ କେତେକ ଚୋର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ହୋଇଛି।  ଘରେ ମହିଳାଙ୍କ ସହ ତାଙ୍କ ଦୁଇ ବର୍ଷର ଛୁଆ ଥିଲେ। 

ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ମୈତ୍ରୀ ବିହାର ଥାନାରେ ଅଭିଯୋଗ ହୋଇଛି। ଗତ ରବିବାର ରାତିରେ ଘଟିଛି ଏହି ଲଜ୍ୟାଜନକ ଘଟଣା। ମୈତ୍ରୀ ବିହାର ଥାନା ପୋଲିସର ତଦନ୍ତ ଜାରି ରଖିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜଧାନୀରେ
ରାଜଧାନୀରେ ଲଜ୍ଜା: ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
ଅର୍ଗସ ବ୍ୟୁରୋ: ରାଜଧାନୀରେ ଜଣେ ମହିଳାଙ୍କୁ କେତେକ ଚୋର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ହୋଇଛି। ଘରେ ମହିଳାଙ୍କ ସହ ତାଙ୍କ ଦୁଇ ବର୍ଷର ଛୁ
ମାହାଙ୍ଗା ଡବଲ
ମାହାଙ୍ଗା ଡବଲ ମର୍ଡର ଘଟଣା: ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି
ଅର୍ଗସ ବ୍ୟୁରୋ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୂର୍ବତନ ଆଇନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି। ସାଲେପୁର JMFC କୋର୍ଟଙ୍କ ରାୟକୁ ଖାରଜ କଲ
ଟେଷ୍ଟ ମ୍ୟାଚରେ
ଟେଷ୍ଟ ମ୍ୟାଚରେ ବିରାଟ କୋହଲିଙ୍କ ଆଉ ଏକ ବଡ଼ ଧମାକା
ଅର୍ଗସ ବ୍ୟୁରୋ: କାନପୁର ଟେଷ୍ଟ ମ୍ୟାଚରେ ଭାରତ ବାଂଲାଦେଶକୁ ହରାଇବା ସହ ଇତିହାସ ରଚିଛି। ଭାରତ କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶରେ ୭ ୱିକେଟରେ ବିଜୟ ହାସଲ କରିଛି