ଆମେରିକାରେ ଗୁଳିକାଣ୍ଡ ୨ ମୃତ, ୧୬ ଆହତ
by Argus News
Mon, Jun 17 | 9:48 a.m.


ଅର୍ଗସ ବ୍ୟୁରୋ: ଆମେରିକାରେ ଗତକାଲି ଟେକ୍ସାସ୍ ପାର୍କରେ ଏକ ଗୁଳି ବିନିମୟରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ‌ବେଳେ ତିନି ଶିଶୁଙ୍କ ସହ ୧୬ ଆହତ ହୋଇଛନ୍ତି। ଗତ କାଲି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା ଏବଂ ଠିକ୍ ସେହି ସମୟରେ କେହି ଗୁଳି ଚଳାଇବା ଆରମ୍ଭ କରିଥିଲେ । ଏଥିରେ ଦୁଇ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ‌ବେଳେ ୬ ଜଣ ଆହତ ହୋଇଥିଲେ ବୋଲି ରାଉଣ୍ଡ ରକ୍ ପୋଲିସ୍ ମୁଖ୍ୟ ଆଲେନ୍ ବ୍ୟାଙ୍କ ଘଟଣାସ୍ଥଳରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

ସେଠାରେ ଉପସ୍ଥିତ ଥିବା ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଆହତମାନଙ୍କୁ ଜରୁରୀକାଳୀନ ଚିକିତ୍ସା ଯୋଗାଇବା ଆରମ୍ଭ କରିଥିଲେ ଯାହା ପରେ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା ବୋଲି ଆଲେନ୍ କହିଛନ୍ତି। ତେବେ ଗୁଳିଚଳାଇଥିବା ଅଭିଯୁକ୍ତଜଣକ ପୁଲିସ୍‌କୁ ଚକମା ଦେଇ ଘଟଣାସ୍ଥଳରୁ ଫେରାର୍‌ ହୋଇଛି।

ଅଧିକ ପଢ଼ନ୍ତୁ ବିଦେଶ ଖବର:

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ