କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ
by Argus News
Fri, Aug 30 | 1:43 p.m.

ଅର୍ଗସ ବ୍ୟୁରୋ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ବଡ ଅଘଟଣ । ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଶିଶୁ ବିଭାଗ SNCUରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଥିବା ସନ୍ଦେହ କରାଯାଉଛି ।ସର୍ଟ ସର୍କିଟରେ ଗୁରତର ହୋଇଛନ୍ତି ୩୦ ରୁ ଅଧିକ ମା ଓ ଶିଶୁ । ଶିଶୁ ଓ ମାକୁ ଅନ୍ୟ ବିଭାଗକୁ ସ୍ତାନାନ୍ତର କରଯାଇଛି । ଏଥିରେ ଅନେକ ଶିଶୁ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଉପଜିଲ୍ଲାପାଳ ଓ ଅଗ୍ନିଶମ ବିଭାଗ ଓ ହସ୍ପିଟାଲ କର୍ତ୍ତୃପକ୍ଷ ଉପସ୍ଥିତ ରହିଛନ୍ତି ।  ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା’ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି ।

 

ଗ୍ରେ ଡିଭର୍ସ
2m ago
ଭାରତରେ କାହିଁକି ବଢୁଛି ଗ୍ରେ ଡିଭର୍ସ?
ଅର୍ଗସ ବ୍ୟୁରୋ: ଏକବିଂଶ ଶତାବ୍ଦୀରେ ରିଲେସନସିପ ବା ସମ୍ପର୍କର ସଂଜ୍ଞା ବଦଳି ଯାଇଛି ଓ ସମ୍ପର୍କର ଗୋଟେ ନାଁ ଦେବାକୁ ପଡୁଛି ଆଉ ଉଦାହରଣ ହେଉଛି ଗ୍ରେ ଡିଭର୍ସ । ତେବେ ହଠାତ୍ ଏହି ଗ୍ର
ମଧୁମେହ
8m ago
ମଧୁମେହ ରୋଗୀଙ୍କ ପାଇଁ ମେଥି ଖାଇବା ଲାଭ
ଅର୍ଗସ ବ୍ୟୁରୋ: ଆଜିକାଲି ଖରାପ ଜୀବନଶୌଳୀ ହେତୁ ଲୋକମାନେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି। ସେହିପରି ମଧୁମେହ ଏପରି ଏକ ରୋଗ ଯାହା ଦେଶ ତଥା ବିଶ୍ଵରେ ମହାମାରୀ ପରି ବ୍ୟାପୁଛି
ପାଟଣାଗଡ଼ରେ
9m ago
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର