ଶ୍ରୀଜୀଉଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
by Argus News
Wed, Feb 21 | 10:18 a.m.

ଅର୍ଗସ ବ୍ୟୁରୋ: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ଏଥିପାଇଁ ଶ୍ରୀମନ୍ଦିରରେ ପ୍ରାୟ ୩ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ଦର୍ଶବ। 

ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଏହି ସ୍ବତନ୍ତ୍ର ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିଛି। ୨ୟ ଭୋଗ ମଣ୍ଡପ ଅନୁଷ୍ଠିତ ହେବାପରେ ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ସେବକମାନେ ଠାକୁରଙ୍କ ବନକଲାଗି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏଥିପାଇଁ ଅପରାହ୍ନରେ ଶ୍ରଦ୍ଧାଳୁମାନେ ପ୍ରାୟ ୩ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ମୁମ୍ବାଇରୁ ଲଣ୍ଡନ
19m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
21m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
24m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍