ପଞ୍ଜାବ ଲୋକସଭା ନିର୍ବାଚନ ପାଇଁ ଶୁଭମନ ଗିଲଙ୍କୁ ମିଳିଲା ବଡ଼ ଦାୟିତ୍ବ
by Argus News
Tue, Feb 20 | 4:34 p.m.

ଅର୍ଗସ ବ୍ୟୁରୋ: ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ ସିଇଓଙ୍କ କାର୍ଯ୍ୟାଳୟ ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଭାରତୀୟ କ୍ରିକେଟର ଶୁଭମନ ଗିଲଙ୍କୁ ରାଜ୍ୟ ଆଇକନ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀ ସିବିନ ସିଂ ସୋମବାର ଏକ ବିବୃତ୍ତିରେ କହିଛନ୍ତି ଯେ, ଗିଲ ଏକ ଅଲଗା ଅଳଗା ଅଭିଯାନର ଅଂଶ ହେବେ। ଏହାର ଉଦ୍ଦେଶ୍ୟ ହେଉଛି ଭୋଟରଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା। ଯାହାଫଳରେ ରାଜ୍ୟରେ ଭୋଟ ପ୍ରତିଶତ ୭୦% ମାର୍କ ଅତିକ୍ରମ କରିବ। ନିର୍ବାଚନ ଅଧିକାରୀମାନେ ଏଥର ୭୦ ଅତିକ୍ରମ କରିବା ଲକ୍ଷ୍ୟ ରଖିଛନ୍ତି। 

ବାସ୍ତବରେ, ପଞ୍ଜାବରେ ୨୦୧୯ ଲୋକସଭା ନିର୍ବାଚନରେ ୧୩ଟି ସିଟ ପାଇଁ ୬୫.୯୬ ପ୍ରତିଶତ ଭୋଟ ମିଳିଥିଲା। ସିବିନ କହିଛନ୍ତି ଯେ, ପଞ୍ଜାବରୁ ଆସିଥିବା ଗିଲ କ୍ରୀଡ଼ାପ୍ରେମୀ ବିଶେଷ କରି ଯୁବକମାନଙ୍କ ମଧ୍ୟରେ ଲୋକପ୍ରିୟ ଏବଂ ତାଙ୍କୁ ନିର୍ବାଚନ ପାଇଁ ରାଜ୍ୟ ଆଇକନ କରାଯାଇଛି। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ