ପୋଖରୀରେ ବୁଡି ଭାଇଭଉଣୀଙ୍କ ମୃତ୍ୟୁ
by Argus News
Sat, Dec 02 | 12:38 p.m.

ଅର୍ଗସ ବ୍ୟୁରୋ: ପୋଖରୀରେ ବୁଡି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ବାରିପଦା ସଦର ଥାନା ଅନ୍ତର୍ଗତ ଜ୍ୟୋତିପୁର ମାଝିସାହି ଅଞ୍ଚଳରେ। ମୃତକ ଦୁଇଜଣ ହେଲେ ସେହି ଗ୍ରାମର ସ୍ବର୍ଗତ ଲବ ମାଝୀଙ୍କ ୬ ବର୍ଷର ଝିଅ ମାହ୍ଲ ମାଝୀ ଏବଂ ୨ ବର୍ଷର ପୁଅ କାର୍ତ୍ତିକ ମାଝୀ। ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ ଖସିଯିବାରୁ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି। 

ଖବର ପାଇ ବାରିପଦା ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଛି। ଦୁଇ ଭାଇଭଉଣୀଙ୍କ ମୃତ୍ୟୁ ଖବରକୁ ନେଇ ପୁରା ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜ୍ୟରେ ଲାଗୁ ହେବ
19m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର